ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବୃଷ । ତିଥୀ-ପ୍ରତିପଦ ଦିବା ୦୮. ୨୯ ଗତେ ୨ୟା । ଘାତ ଚନ୍ଦ୍ର-ମେଷ ନିଶାନ୍ତ ୦୫.୦୨ ଗତେ ବିଛା । ଘାତ ବାର- ବିଛା, ଧନୁ ଓ ମୀନ ରାଶିର ।
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ମନରେ ଧାର୍ମିକ ଭାବନା ଉଦୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସଂମ୍ଭାବନା ଅଧିକ ରହିଛି ।
ଅନୁରାଧା- ବ୍ୟବସାୟରେ ଲାଭାଂଶ କମାଇବେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।
ଜ୍ୟୋଷ୍ଠା- ମୂଲ୍ୟବାନ୍ ଜିନିଷ ଚୋରି ହେବା ସମ୍ଭାବନା ରହିଛି । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ଛାତ୍ରମାନେ ସଫଳତା ପାଇବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ।
ପ୍ରତିକାର- ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ ।