• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Aries

ମେଷ

Wednesday 23 Aug 2023

ଅଶ୍ୱନୀ- କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକଙ୍କ ସହାୟତ ଯୋଗୁଁ ଲାଭବାନ ହୋଇପାରନ୍ତି । ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ ।

ଦ୍ୱିଜା- କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।

କୃତିକା- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :