• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Pisces

ମୀନ

Wednesday 23 Aug 2023

ପୂ, ଭାଦ୍ରପଦ- ମନରେ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

ଉ, ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।

ରେବତୀ- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳାମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

 ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :