• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Gemini

ମିଥୁନ

Wednesday 23 Aug 2023

ମୃଗଶିରା- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ କ୍ଷ ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।

ଆଦ୍ରା- ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ । ପ୍ରେମ ପ୍ରସଙ୍ଗ ପ୍ରତି ବିଶ୍ୱାସ ବଢିପାରେ ।

ପୁନର୍ବସୁ- ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ । ମହିଳାମାନେ ପୂଜାପାଠରେ ମନ ଲଗାଇବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :