• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Cancer

କର୍କଟ

Wednesday 23 Aug 2023

ପୁନର୍ବସୁ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନପୁରେଇବା ଭଲ । କାରବାରରେ ଆପଣଙ୍କର ବହୁତ ଲାଭ ହେବ।

ପୁଷ୍ୟା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତ୍ତିରୁ ସଫଳତା ହାସଲ କରିବେ । ଜୀବନସାଥୀ ଆପଣଙ୍କର ପ୍ରଂଶସା କରିବେ । ଆଇନଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।

ଅଶ୍ଳେଷା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :