• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Leo

ସିଂହ

Wednesday 23 Aug 2023

ମଘା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ ।

ପୂ- ଫାଲ୍‌ଗୁନୀ- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବ ।

ଉ- ଫାଲ୍‌ଗୁନୀ- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ପ୍ରତିକାର – ସୂର୍ଯ୍ୟକୁ  ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :