• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Libra

ତୁଳା

Wednesday 23 Aug 2023

 ଚିତ୍ରା- ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧ୍ୟାନ ବଜାୟୀ ରଖିବେ । ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି ।

ସ୍ୱାତୀ- କର୍ମଜୀବି ମାନେ କର୍ମପ୍ରବଣତା ପ୍ରିତି ବୃଦ୍ଧି ପାଇବ । ରାଜନୈତିକ ଜୀବନ ଉତଥାନ, ପତନରେ ଗତି କରିବେ । ବିଶ୍ୱାସୀ ଲୋକ ବିଶ୍ୱାସଘାତ କାମ କରିପାରନ୍ତି । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।

ବିଶାଖା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଆଇନ ଅଦାଲତରେ ଜଡିତ ରହିବେ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :