• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Scorpio

ବିଛା

Wednesday 23 Aug 2023

ବିଶାଖା- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦରରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ ।

ଅନୁରାଧା- ଦାମ୍ପତ୍ୟ ଜୀବନ ସୁଖମ ରହିବ। ଛାତ୍ରଛାତ୍ରୀ ମାନେ ପଢାପଢିରେ ନିରନ୍ତର ମନ ଦେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ଜ୍ୟୋଷ୍ଠା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୌଣସି ଭଲ ପରାମର୍ଶ ଦେଇ ପାରନ୍ତି ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :