• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Sagittarius

ଧନୁ

Wednesday 23 Aug 2023

 ମୂଳା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।

ପୂ, ଷାଢା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖିପାରିବେ ନାହିଁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ ।

ଉ, ଷାଢା- ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ । ଉପରିସ୍ଥିଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :