• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23 August 2023: ଏହି ରାଶିର ବ୍ୟକ୍ତି ସାବଧାନ!!ସଡକ ଦୁର୍ଘଟଣାର ସମ୍ଭାବନା ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।

Capricorn

ମକର

Wednesday 23 Aug 2023

 ଉ, ଷାଢା- କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନୋକାମନା ପୂରଣ ହେବ ।

ଶ୍ରବଣା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।

ଧନିଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :