• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।

Pisces

ମୀନ

Saturday 19 Aug 2023

ପୂ, ଭାଦ୍ରପଦ- ସହକର୍ମୀଙ୍କ ସହାୟତାରୁ ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ବନ୍ଧୁଙ୍କ ଠାରୁ ହଠାତ୍ କୌଣସି ଖବର ପାଇ ଖୁସି ହେବେ। ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।

ଉ, ଭାଦ୍ରପଦ- ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ବିରୋଧାତ୍ମକ କଥା ଶୁଣି କୌଣସି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ରେବତୀ- ଗବେଷଣା, ଅନୁସନ୍ଧାନ, ନିର୍ମାଣ କାମରୁ ସୁଫଳ ମିଳିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ। ବିରୋଧୀଙ୍କ ମୁକାବଲା କରିବା ପାଇଁ ଚେଷ୍ଟା କରିବେ

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :