Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ
/odishatv-khabar/media/media_files/uploadimage/library/16_9/16_9_0/IMAGE_1692154855-710259.jpg)
ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
