• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।

Cancer

କର୍କଟ

Saturday 19 Aug 2023

ପୁନର୍ବସୁ- ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଦୈହିକ ଦୁର୍ବଳତା କ୍ରମଶଃ ବୃଦ୍ଧି ପାଇବ ।

ପୁଷ୍ୟା- ବ୍ୟବସାୟ, ନିର୍ମାଣ, କାରିଗରିରେ ଉନ୍ନତି କରିବେ। ସାମୟିକ ମୁଣ୍ଡର ରୋଗରେ କଷ୍ଟ ପାଇବେ। ଅନ୍ୟମନସ୍କତା କାରଣରୁ ଟଙ୍କା ପଇସା କିମ୍ବା କୌଣସି ଜିନିଷ ହଜିଯାଇପାରେ।

ଅଶ୍ଳେଷା- କଳା, ସାହିତ୍ୟ, ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ । ପିଲାମାନଙ୍କ ଗୌରବ ସାମୟିକ ସାନ୍ତ୍ୱନାର କାରଣ ହେବ। କୌଣସି ଆନୁଷ୍ଠାନିକ କାମ କିମ୍ବା ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି ।

ପ୍ରତିକାର – ସକାଳୁ ପଶୁ- ପକ୍ଷୀ ମାନଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :