• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।

Libra

ତୁଳା

Saturday 19 Aug 2023

ଚିତ୍ରା- କର୍ମକ୍ଷେତ୍ରରେ ସହକର୍ମୀ ଚଞ୍ଚକତା ପ୍ରଦର୍ଶନ କରିପାରନ୍ତି । ପାରିବାରିକ ଜୀବନରେ ବୁଝାମଣା ନେଇ ଅଶାନ୍ତିକର ପରିସ୍ଥିତି ଦେଖାଦେବା ଆଶଙ୍କା ରହିଛି । ବନ୍ଧୁମାନଙ୍କ ସହିତ ସିନେମା ଦେଖି ଯାଇପାରନ୍ତି ।

ସ୍ୱାତୀ- ସଭାସମିତିର ଆଲୋଚନା ମଧ୍ୟରେ କୌଣସି ହସ୍ତକ୍ଷେପକୁ କେନ୍ଦ୍ରକରି ସାମାନ୍ୟ ସମସ୍ୟା ଲାଗିପାରେ। ଛାତ୍ରଛାତ୍ରୀମାନେ ଗୁରୁଜନ ମାନଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।

ବିଶାଖା- ନୂତନ ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିପାରନ୍ତି। ଜୀବନରେ ନୁଆ କିଛି ଶିଖିବାର ସଙ୍କେତ ପାଇ ପାରନ୍ତି

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :