• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।

Scorpio

ବିଛା

Saturday 19 Aug 2023

ବିଶାଖା- ଶରୀର ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍ । ପରିବାରରେ ଖର୍ଚ୍ଚ ପରିମାଣ ଦିଗୁଣା ହେବା । କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ ।

ଅନୁରାଧା- ରାଜନୀତିରେ ବ୍ୟସ୍ତତା ମଧ୍ୟରେ ସମୟ କାଟିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ଦୂରେଇ ଯିବ । ନୂଆ ଯୋଜନା ଉପରେ ଗୁରୁତ୍ୱ ଦେଇ କୃତକାର୍ଯ୍ୟ ହେବେ।

ଜ୍ୟୋଷ୍ଠା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :