• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।

Sagittarius

ଧନୁ

Saturday 19 Aug 2023

ମୂଳା- କର୍ମକ୍ଷେତ୍ରରେ ସହକର୍ମୀଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ ।

ପୂ, ଷାଢା- ଅଫିସ୍ କାମରେ ବ୍ୟସ୍ତ ରହି ଘରୁ ବରାଦ ପାଇଥିବା ଜିନିଷଟି ନେବାକୁ ଭୁଲିଯାଇପାରନ୍ତି। ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ ।

ଉ, ଷାଢା- ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କିଛି ନୂତନ ତଥ୍ୟ ଓ ଅନୁସନ୍ଧାନ କ୍ଷେତ୍ରରେ ପ୍ରେରଣା ଦେଇ ପ୍ରଶଂସିତ ହେବେ। ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :