• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।

Capricorn

ମକର

Saturday 19 Aug 2023

ଉ, ଷାଢା- କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ମନରେ ଅସ୍ଥିରତା ଲାଗି ରହିଲେ ମଧ୍ୟ କିଛି ଆଶା ନେଇ କାମ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

ଶ୍ରବଣା- ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ। ଅଫିସରେ ଥିବା ସମୟରେ ହଠାତ୍ କୌଣସି ଖବର ପାଇ ଚକିତ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଛିତ ଅଭିଳାଷ ପୂରଣ ହେବ ।

ଧନିଷ୍ଠା- ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି । ମନ ଭଲ ନ ଥିବାରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :