Daily Horoscope 19th August 2023: ଏହି ରାଶିର ବ୍ୟକ୍ତି ଆଜି ଶୁଭଖବର ପାଇବେ,ପ୍ରୀତ ହୋଇଯିବ ମନ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।

Aries

ମେଷ

Saturday 19 Aug 2023

ଅଶ୍ୱନୀ- ମନର କଥା ବନ୍ଧୁଙ୍କ ଆଗରେ ପ୍ରକାଶ କରନ୍ତୁ । ଯୁବକ, ଯୁବତୀ ମାନଙ୍କ ପାଇଁ ବିବାହର ସୁଯୋଗ ଆସିବ । କର୍ମକ୍ଷେତ୍ରରେ କ୍ଲାନ୍ତି ଅନୁଭବ କରିବେ ।

ଦ୍ୱିଜା- ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତାରୁ ପ୍ରଶଂସିତ ହେବେ। ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ।

କୃତିକା- କଚେରି ମାମଲା, ଘରୋଇ ଟେନ୍ସନ ଦୂର ହେବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।

ପ୍ରତିକାର - ମିଠା, କିମ୍ବା ମିଠା ଦହି ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :