• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Monday 21 Aug 2023

କୃତିକା- ବ୍ୟବସାୟରେ ଲାଭବାନ୍ ହେବେ । ପାରିବାରିକ ସମସ୍ୟାରେ ଜଡିତ ରହିବେ । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

ରୋହିଣୀ- ପିଲାମାନେ ପାଠ ପଢାରେ ମଗ୍ନ ରହିବେ । ସରକାରୀ ସାହାଯ୍ୟ ପ୍ରାପ୍ତି ହେବ । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ ।

ମୃଗଶିରା- ଜମିଜମା ବିବାଦରେ ବିଜୟୀ ହେବେ । ନାରୀମାନେ କୌଣସି କ୍ଷେତ୍ରରେ ସମ୍ମାନିତ ହୋଇ ପାରନ୍ତି ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :