• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Monday 21 Aug 2023

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ତେଣୁ ସତର୍କ ରୁହନ୍ତୁ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି ।

ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ରେବତୀ – ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ସାହାଯ୍ୟ କରିବେ। ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :