• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Monday 21 Aug 2023

ପୁନର୍ବସୁ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଶିଳ୍ପ କ୍ଷେତ୍ରରେ ଶୁଭଫଳ ଲାଭ କରିବେ । କାର୍ଯ୍ୟରେ ସଫଳତା ମିଳିବାରୁ ମନ ପ୍ରସନ୍ନ ରହିବ ।

ପୁଷ୍ୟା- ଚାକିରିରେ ବ୍ୟତିକ୍ରମ ଦେଖାଦେଇ ପାରେ । ରାଜନୀତିରେ ପଦମର୍ଯ୍ୟାଦା ମିଳିବ । ଛାତ୍ରଛାତ୍ରୀ ମାନେ ପାଠ ପଢା କ୍ଷେତ୍ରରେ ପଛୁଆ ରହିପାରନ୍ତି ।

ଅଶ୍ଳେଷା- ନୂତନ ଗୃହାରମ୍ଭ କରିପାରନ୍ତି । ଆୟ ଧିରେ ଧିରେ ବୃଦ୍ଧି ହେବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :