• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Monday 21 Aug 2023

ମଘା- ପରିବାରରେ ପିଲାମାନଙ୍କ ମେଳରେ ଖୁସିରେ ସମୟ କାଟିବେ । ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ସାମାନ୍ୟ କ୍ଷତି ହୋଇପାରେ । ଚର୍ମରୋଗ ଦେଖା ଦେଇପାରେ ।

ପୂ- ଫାଲ୍‌ଗୁନୀ- ଚାକିରିରେ ସ୍ଥାନ ପରିବର୍ତନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଅନୁକୂଲ ରହିବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ ।

ଉ- ଫାଲ୍‌ଗୁନୀ- ମୂଲ୍ୟବାନ ଜିନିଷ ହରେଇ ପାରନ୍ତି । ନୂତନ ଗୃହ ,ବାହନ ଜାଗା ,ଜମି କ୍ରୟ କରି ପାରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।

ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :