• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Monday 21 Aug 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନୂତନ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି, ସେଥିରେ ସଫଳତା ପାଇବେ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ ।

ହସ୍ତା- କୈାଣସି ବରିଷ୍ଠ ନେତାଙ୍କ ପରାମର୍ଶରେ ନିର୍ବାଚନର ସୁଯୋଗ ପାଇପାରନ୍ତି । ଛାତ୍ରଛାତ୍ରି ମାନେ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତ ହେବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

ଚିତ୍ରା- ସମ୍ପତିକୁ ନେଇ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ । ମହିଳା ମାନେ ଖୁସିରେ ସମୟ ଅତିବାହିତ କରିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :