• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Monday 21 Aug 2023

ଚିତ୍ରା- ପ୍ରେମ କ୍ଷେତ୍ରରେ ସଫଳତା ପାଇବା ସହ ବିବାହ ବଦ୍ଧନରେ ବାନ୍ଧି ହେବେ । ବୁଦ୍ଧିଜୀବୀ ମାନଙ୍କର ଆୟ ଠିକ୍‌ଠାକ୍ ହେବା ସହିତ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ । ଗୃହରେ ସବୁ ସଦସ୍ୟଙ୍କ ଧ୍ୟାନ ରଖିଲେ ସକାରତ୍ମକ ପରିବେଶ ସୃଷ୍ଟି ହେବ

ସ୍ୱାତୀ- ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତିର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ଉତମ ପରିମାଣ ପ୍ରାପ୍ତ ହେବ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ ।

ବିଶାଖା- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :