• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Monday 21 Aug 2023

ବିଶାଖା- ସ୍ୱାସ୍ଥ୍ୟ ସମସ୍ୟାକୁ ଅଣଦେଖା କରନ୍ତୁ ନାହିଁ । ବ୍ୟବସାୟରେ ଭାଗିଦାର ମାନଙ୍କ ସହିତ ଜରୁରୀ ଆଲୋଚନା କରିବେ । ସମ୍ପର୍କୀୟଙ୍କ ସହାୟତାରେ ଆପଣଙ୍କ କାର୍ଯ୍ୟ ପୂରା ହେବ ।

ଅନୁରାଧା- ଅଫିସ୍‌ରେ ପଦୋନ୍ନତିର ସୁଯୋଗ ପାଇବେ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ । କୌଣସି ଜରୁରୀ କାମରେ ବାହାରକୁ ଯାତ୍ରା କରିପାରନ୍ତି

ଜ୍ୟୋଷ୍ଠା- କୋର୍ଟ କଚେରୀର ଶୁଣାଣି ଆଜି ସ୍ଥିର ହୋଇପାରେ । ସାମ୍ବାଦିକତା କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ଶୁଭ ହୋଇପାରେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :