Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି.. Prangyan Parimita21 Aug 2023 09:47 IST ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି । AriesTaurusGeminiCancerLeoVirgoLibraScorpioSagittariusCapricornAquariusPisces Read More