• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2023: ଏହି ରାଶିର ବ୍ୟକ୍ତିଙ୍କର ଧନଲାଭର ଯୋଗ ରହିଛି..

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Monday 21 Aug 2023

ଉ, ଷାଢା- ଡାଇବେଟିସ୍ ଜନିତ ସମସ୍ୟା ଦୂର ହୋଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ଶ୍ରବଣା- ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଅତୀତ ଘଟଣା ବିଷୟରେ ଚିନ୍ତା କରି ମନ ଭଲ ଲାଗିବ ନାହିଁ।

ଧନିଷ୍ଠା- ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :