• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2023: ଏହି ରାଶିର ବ୍ୟକ୍ତି ଅବିବାହିତଙ୍କ ଥିଲେ.. ବିବାହ ପ୍ରସ୍ତାବ ଆସିପାରେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର । ତିଥି – ୧୨ଶୀ ସନ୍ଧ୍ୟା ୦୬.୨୩ ଗତେ ୧୩ଶୀ । ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ରାଶିର ଦିବା ୧୦.୩୮ ଗତେ ସିଂହ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୪୨ ।

Aries

ମେଷ

Monday 28 Aug 2023

ଅଶ୍ୱନୀ- ସୁସ୍ୱାଦ ଖାଦ୍ୟ ଭୋଜନ କରିବେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ ।

ଦ୍ୱିଜା- ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟର ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି । ରାଜନୀତିକ କାର୍ଯ୍ୟରେ ରୁଚି ବଢ଼ିବ।

କୃତିକା- ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ । ମାଲିମକଦ୍ଦମା, କ୍ରୟବାଣିଜ୍ୟ ସ୍ଥିତି ଅନୁକୂଳ ହୋଇପାରେ। ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ ।

ପ୍ରତିକାର – କୌଣସି ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :