• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2023: ଏହି ରାଶିର ବ୍ୟକ୍ତି ଅବିବାହିତଙ୍କ ଥିଲେ.. ବିବାହ ପ୍ରସ୍ତାବ ଆସିପାରେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର । ତିଥି – ୧୨ଶୀ ସନ୍ଧ୍ୟା ୦୬.୨୩ ଗତେ ୧୩ଶୀ । ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ରାଶିର ଦିବା ୧୦.୩୮ ଗତେ ସିଂହ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୪୨ ।

Taurus

ବୃଷ

Monday 28 Aug 2023

କୃତିକା- ଦାମ୍ପତ୍ୟ ଜୀବନ ସୁଖମୟ ହୋଇପାରେ । ଅଫିସରେ ପଦୋନ୍ନତିର ସୁଯୋଗ ରହିଛି । ବ୍ୟବସାୟରେ ଅ˚ଶୀଦାର ସହିତ ଜରୁରୀ ଆଲୋଚନା କରିବେ ।

ରୋହିଣୀ- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି । କାର୍ଯ୍ୟକୁ ନେଇ ମନରେ ନୂଆ ନୂଆ ବିଚାର ଆସିବ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ ।

ମୃଗଶିରା- ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ । ପିଲା ଦିନର ସାଙ୍ଗଙ୍କ ପ୍ରୀତିଭୋଜନକୁ ଯାଇପାରନ୍ତି । ପୈତୃକ ସମ୍ପତ୍ତି ପାଇ ଆନନ୍ଦିତ ହେବେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :