• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2023: ଏହି ରାଶିର ବ୍ୟକ୍ତି ଅବିବାହିତଙ୍କ ଥିଲେ.. ବିବାହ ପ୍ରସ୍ତାବ ଆସିପାରେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର । ତିଥି – ୧୨ଶୀ ସନ୍ଧ୍ୟା ୦୬.୨୩ ଗତେ ୧୩ଶୀ । ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ରାଶିର ଦିବା ୧୦.୩୮ ଗତେ ସିଂହ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୪୨ ।

Aquarius

କୁମ୍ଭ

Monday 28 Aug 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଭାଗିଦାରି ବ୍ୟବସାୟ ପାଇଁ ସାହାର୍ଯ୍ୟ ସହଯୋଗ ଅଚାନକ ମିଳିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ ।

ଶତଭିଷା- ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପାଇବେ ।

ପୂ, ଭାଦ୍ରପଦ- ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଦାନ ଧର୍ମରେ ଦୀକ୍ଷିତ ହେବେ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :