• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2023: ଏହି ରାଶିର ବ୍ୟକ୍ତି ଅବିବାହିତଙ୍କ ଥିଲେ.. ବିବାହ ପ୍ରସ୍ତାବ ଆସିପାରେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର । ତିଥି – ୧୨ଶୀ ସନ୍ଧ୍ୟା ୦୬.୨୩ ଗତେ ୧୩ଶୀ । ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ରାଶିର ଦିବା ୧୦.୩୮ ଗତେ ସିଂହ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୪୨ ।

Pisces

ମୀନ

Monday 28 Aug 2023

ପୂ, ଭାଦ୍ରପଦ- କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ସାମାଜିକ ସ୍ତରରେ ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ ।

ଉ, ଭାଦ୍ରପଦ- ଅଫିସ୍ କାମରେ ଏପରି କି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି । ପ୍ରଶାସନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।

ରେବତୀ- ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ମିତ୍ରଙ୍କ ସାହାର୍ଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :