• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2023: ଏହି ରାଶିର ବ୍ୟକ୍ତି ଅବିବାହିତଙ୍କ ଥିଲେ.. ବିବାହ ପ୍ରସ୍ତାବ ଆସିପାରେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର । ତିଥି – ୧୨ଶୀ ସନ୍ଧ୍ୟା ୦୬.୨୩ ଗତେ ୧୩ଶୀ । ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ରାଶିର ଦିବା ୧୦.୩୮ ଗତେ ସିଂହ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୪୨ ।

Cancer

କର୍କଟ

Monday 28 Aug 2023

ପୁନର୍ବସୁ- ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଅନ୍ୟମାନଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବା ଉଚିତ୍ । ସମାଜ ସେବାରେ ନିୟୋଜିତ ହୋଇପାରନ୍ତି ।

ପୁଷ୍ୟା- ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ । ବ୍ୟୟବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ ।

ଅଶ୍ଳେଷା- ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଚଳଚିତ୍ର ଆଦି କ୍ଷେତ୍ରରେ ବିଶେଷ ଲାଭବାନ୍ ହେବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :