• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th August 2023: ଏହି ରାଶିର ବ୍ୟକ୍ତି ଅବିବାହିତଙ୍କ ଥିଲେ.. ବିବାହ ପ୍ରସ୍ତାବ ଆସିପାରେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର । ତିଥି – ୧୨ଶୀ ସନ୍ଧ୍ୟା ୦୬.୨୩ ଗତେ ୧୩ଶୀ । ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ରାଶିର ଦିବା ୧୦.୩୮ ଗତେ ସିଂହ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୪୨ ।

Capricorn

ମକର

Monday 28 Aug 2023

ଉ, ଷାଢା- ଦାମ୍ପତ୍ୟ ଜୀବନ ପ୍ରେମମୟ ହେବ । ବ୍ୟବସାୟ କ୍ଷେତ୍ରରେ ବିଦେଶ ଯାତ୍ରାର ଯୋଗ ରହିଛି । ନିଜ ପରିବାର ଉପରେ ସ୍ନେହ ସଦିଚ୍ଛା ରହିବ ।

ଶ୍ରବଣା- କର୍ମକ୍ଷେତ୍ରରେ ଆଳସ୍ୟ ଯୋଗୁ ବନ୍ଧୁମେଳରେ ଅପମାନିତ ହୋଇପାରନ୍ତି । ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଯୋଜନା ବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ। ଅର୍ଥ ଅଭାବ ଯୋଗୁ ଯେକୌଣସି କ୍ଷେତ୍ରରେ ପଛାଇବେ ।

ଧନିଷ୍ଠା- ଆଇନ, ଅଦାଲତ ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଶତ୍ରୁତା କରୁଥିବା ଲୋକଟି ଆପଣଙ୍କ ମନକୁ ବାଧିଲା ଭଳି କଥା କହିପାରେ।

ପ୍ରତିକାର – କଳା ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :