• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Wednesday 30 Aug 2023

ଅଶ୍ୱନୀ –ପୁରୁଣା ରୋଗରୁ ଉପସମ ମିଳିବ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ବ୍ୟବସାୟରେ ଫଳ ଉତ୍ତମ ମିଳିବ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି ।

ଦ୍ୱିଜା – ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଆପଣଙ୍କର ପ୍ରିୟବ୍ୟକ୍ତିଙ୍କୁ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡ଼ିପାରେ ।

କୃତିକା – ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।

 ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :