• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Wednesday 30 Aug 2023

କୃତିକା - ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ । ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ ।

ରୋହିଣୀ – ରାଜନୀତି ୟରେ ମୂଖ୍ୟ ଭୂମିକା ନିର୍ବାହ କରିବେ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧାରେ ପଡିପାରନ୍ତି । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।

ମୃଗଶିରା – ଜମି ମାମଲା ତୁଟି ଯିବ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବନ୍ଧୁ ମିଳନ ଯୋଗ ରହିଛି । କୌଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :