• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Wednesday 30 Aug 2023

ପୂ , ଭାଦ୍ରପଦ - ପାରିବାରିକ ଜୀବନରେ ଖୁସି ଫେରି ଆସିବ । ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଭାତୃ ମଧ୍ୟରେ ମନୋମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ।

ଉ , ଭଦ୍ରପଦ - ଚାକିରିରେ ସ୍ଥାନ ନାଶର ସୂଚନା ମିଳିବ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ରେବତୀ – କୈାଣସି କାର୍ଯ୍ୟରେ ହଠାତ୍ ବାଧା ସୃଷ୍ଟି ହୋଇପାରେ । ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :