• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Wednesday 30 Aug 2023

ମୃଗଶିରା - ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ । କୌଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ଆଦ୍ରା - ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ମାନସିକ ପ୍ରଫୁଲତା ଓ ବିଳାସବ୍ୟସନରେ ରହିବେ । ବିଦେଶାଗ୍ରସ୍ତ ହୋଇ ପାରନ୍ତି ।

ପୁନର୍ବସୁ - ନୂଆ ଘର ତିଆରି କରିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତନ ହେବ । ମାତାପିତା ସନ୍ତାନ ମାନଙ୍କ ପାଇଁ ଗର୍ବିତ ହେବେ ।

ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :