• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Wednesday 30 Aug 2023

 ପୁନର୍ବସୁ - କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ଶତ୍ରୁ ବୃଦ୍ଧି ପାଇବ କିନ୍ତୁ ନିଜଲୋକ ସହାୟତା କରିବେ । ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :