• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Wednesday 30 Aug 2023

 ଉ , ଫାଲଗୁନୀ – ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି ।

ହସ୍ତା – ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଚାକିରୀ କ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିବ । ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ ନମ୍ବର ରଖି ପାସ୍ କରିବେ ।

ଚିତ୍ରା – ମାଲି ମକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :