• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Wednesday 30 Aug 2023

ଚିତ୍ରା –ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଦାମ୍ପତ୍ୟ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତନ ହୋଇପାରେ ।

ସ୍ୱାତୀ – ପ୍ରେମ କ୍ଷେତ୍ରରେ ଅସଫଳତା ଦେଖା ଦେଇପାରେ । ଅଫିସରେ ଭାବିଥିବା କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ

ବିଶାଖା – ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :