• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Wednesday 30 Aug 2023

ବିଶାଖା – ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । କୈାଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ସଫଳ ହେବେ । ସହକର୍ମୀଙ୍କ ଠାରୁ ପର‌୍ୟ୍ୟାପ୍ତ ସହଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ

ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ଅଜଣା ବ୍ୟକ୍ତି ଙ୍କୁ ଭରସା କରି ହଇରାଣ ହୋଇପାରନ୍ତି । ମହିଳାମାନେ ନିରାଶବାଦୀ ରହିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :