• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2023: ଏହି ରାଶିର ବ୍ୟକ୍ତି ଅଚାନକ ଧନ ଲାଭ କରିବେ

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Wednesday 30 Aug 2023

ମୂଳା – ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । କୌଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । ପାରିବାରିକ ଜୀବନ ଅଭାବ ଅନଟନ ମଧ୍ୟରେ ଦେଖାଦେବ ।

ପୂ , ଷାଢା – ଚାକିରିରେ ପଦୋନ୍ନତିରେ ବିଳମ୍ବ ଘଟିବ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ଫଳ ପ୍ରଦର୍ଶନ କରିବେ । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ ।

ଉ , ଷାଢା – ଅତ୍ୟଧିକ ପରିଶ୍ରମ ଦ୍ୱାରା ସଫଳତା ହାସଲ କରିବେ । ଆର୍ଥିକ ମାମଲାରେ କାହାରିକୁ ଭରସା କରନ୍ତୁ ନାହିଁ । ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :