• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2022 : ଏହି ରାଶିର ବ୍ୟକ୍ତିଙ୍କର ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା !!!

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧/୪୮ ଗତେ ମୀନ । ତିଥି- ୮ମୀ ପ୍ରାତଃ ୦୭/୨୧ ଗତେ ୯ମୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାତ୍ରି ୧୧/୪୮ ଗତେ ଧନୁ । ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ପ୍ରାତଃ ୦୬/୧୨ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞ୍ଚନ ଦାନ ନିଶାନ୍ତ ୦୫/୪୩ ପର୍ଯ୍ୟନ୍ତ ।

Aries

ମେଷ

Thursday 01 Dec 2022

ଅଶ୍ୱନୀ – ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । କର୍ମକ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପାରିବାରିକ ଜୀବନରେ ଅଶାନ୍ତି ଝଡର ଅବସାନ ଘଟିବ ।

ଦ୍ୱିଜା – ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ବିଦ୍ୟାର୍ଥିମାନେ ସଫଳତା ହାସଲ କରିବେ । ରାଜନୀତିରେ କୈାଣସି କାର୍ଯ୍ୟକୁ ହାତକୁ ନେବେ ।

କୃତିକା – ଖଳ ପ୍ରକୃତିର ଲୋକଙ୍କ ଠାରୁ ଦୂରେଇ ରୁହନ୍ତୁ । ମହିଳା ମାନେ ଚିନ୍ତାଗ୍ରସ୍ତ ଥିଲେ ମଧ୍ୟ ସହନଶୀଳତା ଭାବ ଜାଗ୍ରତ କରିବେ ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :