• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2022 : ଏହି ରାଶିର ବ୍ୟକ୍ତିଙ୍କର ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା !!!

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧/୪୮ ଗତେ ମୀନ । ତିଥି- ୮ମୀ ପ୍ରାତଃ ୦୭/୨୧ ଗତେ ୯ମୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାତ୍ରି ୧୧/୪୮ ଗତେ ଧନୁ । ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ପ୍ରାତଃ ୦୬/୧୨ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞ୍ଚନ ଦାନ ନିଶାନ୍ତ ୦୫/୪୩ ପର୍ଯ୍ୟନ୍ତ ।

Pisces

ମୀନ

Thursday 01 Dec 2022

ପୂ , ଭାଦ୍ରପଦ - ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ ।

ଉ , ଭଦ୍ରପଦ - ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ରେବତୀ – ମହିଳାମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ ।

ପ୍ରତିକାର –ଅଶ୍ୱତ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :