• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2022 : ଏହି ରାଶିର ବ୍ୟକ୍ତିଙ୍କର ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା !!!

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧/୪୮ ଗତେ ମୀନ । ତିଥି- ୮ମୀ ପ୍ରାତଃ ୦୭/୨୧ ଗତେ ୯ମୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାତ୍ରି ୧୧/୪୮ ଗତେ ଧନୁ । ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ପ୍ରାତଃ ୦୬/୧୨ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞ୍ଚନ ଦାନ ନିଶାନ୍ତ ୦୫/୪୩ ପର୍ଯ୍ୟନ୍ତ ।

Leo

ସିଂହ

Thursday 01 Dec 2022

ମଘା – ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତବାନ୍ ନହେଲେ ଅସୁବିଧାର ସମ୍ମୁଖିନ ହୋଇପାରନ୍ତି । ପିତାଙ୍କ ସହ ସଂପର୍କରେ ହାନି ଘଟିପାରେ । ଆୟ ବଢିବା ସହିତ ଚାକିରିରେ ପଦୋନ୍ନତି ହେବାର ସମ୍ଭାବନା ରହିଛି ।

ପୂ , ଫାଲଗୁନୀ - ରାଜନୀତି କ୍ଷେତ୍ରରେ ଅନ୍ୟମାନଙ୍କର ସାହାଯ୍ୟ ସହଯୋଗ ପାଇବେ । କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ନିନ୍ଦା ମିଳିପାରେ ।

ଉ ,ଫାଲଗୁନୀ – ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଆଇନ୍‌ କନୁନ୍‌ରେ ନଡପିବା ଭଲ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :