ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧/୪୮ ଗତେ ମୀନ । ତିଥି- ୮ମୀ ପ୍ରାତଃ ୦୭/୨୧ ଗତେ ୯ମୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାତ୍ରି ୧୧/୪୮ ଗତେ ଧନୁ । ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ପ୍ରାତଃ ୦୬/୧୨ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞ୍ଚନ ଦାନ ନିଶାନ୍ତ ୦୫/୪୩ ପର୍ଯ୍ୟନ୍ତ ।
ଉ , ଫାଲଗୁନୀ – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । ବ୍ୟବସାୟୀ ମାନେ ବ୍ୟବସାୟରେ ଲାଭବାନ୍ ହେବେ । ହସ୍ତା – ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈାଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚମନା ରହିବେ ।
ଚିତ୍ରା – ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫