ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧/୪୮ ଗତେ ମୀନ । ତିଥି- ୮ମୀ ପ୍ରାତଃ ୦୭/୨୧ ଗତେ ୯ମୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାତ୍ରି ୧୧/୪୮ ଗତେ ଧନୁ । ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ପ୍ରାତଃ ୦୬/୧୨ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞ୍ଚନ ଦାନ ନିଶାନ୍ତ ୦୫/୪୩ ପର୍ଯ୍ୟନ୍ତ ।
ବିଶାଖା – ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ରହିଛି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଜୀବନସାଥିଙ୍କ ପାଇଁ ଭଲ ତାଳମେଳ ବଜାୟ ରହିବ ।
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚପଦବୀ ଲାଭ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ ।
ଜ୍ୟେଷ୍ଠା –ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି ।
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯