• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Tuesday 12 Dec 2023

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।

ରୋହିଣୀ- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କିର୍ତୀମାନ ସ୍ଥାପନ କରିବେ ।

ମୃଗଶିରା- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :