• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Tuesday 12 Dec 2023

ଧନିଷ୍ଠା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର୍ଯ୍ୟରେ ରୁଚି ବଢିବ ।

ଶତଭିଷା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।

ପୂ,ଭାଦ୍ରପଦ- ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନଭିତରେ ସୃଷ୍ଟି କରିବେ ।

ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :