• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 12 Dec 2023

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।

ଉ,ଭାଦ୍ରପଦ- ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ରେବତୀ- ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :